ଗଣନା ପୁସ୍ତକ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)15 ଓ ଏକ ଡାଲା ତାଡ଼ିଶୂନ୍ୟ ରୋଟୀ, ତୈଳମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Faic an caibideilଓଡିଆ ବାଇବେଲ15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ15 ସେ ଉତ୍ସର୍ଗ କରିବ, ଏକ ଡାଲା ତାଡ଼ିଶୂନ୍ୟ ରୋଟୀ ଭଲ ମଇଦାରେ, ତେଲ ମିଶାଇ ବନାଇବ ଏବଂ ତାଡ଼ିଶୂନ୍ୟ ସରୁ ପିଠା ତେଲ ତାହା ଉପରେ ଦେଇ ବନା ହେବ। ଓ ତହିଁର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ। Faic an caibideil |