Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୋଟୀର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

17 ଏହା ପରେ ସେ ତାଡ଼ିଶୂନ୍ୟ ରୋଟୀର ଡାଲା ଏବଂ ମେଷକୁ ମଙ୍ଗଳାର୍ଥକ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍। ଯାଜକ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 6:17
3 Iomraidhean Croise  

ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।


ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।


ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।


Lean sinn:

Sanasan


Sanasan