ଗଣନା ପୁସ୍ତକ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। Faic an caibideilଓଡିଆ ବାଇବେଲ27 ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। Faic an caibideilପବିତ୍ର ବାଇବଲ27 ତା'ପରେ ସଦାପ୍ରଭୁ କହିଲେ, “ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇସ୍ରାଏଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।” Faic an caibideil |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।