Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଯେବେ କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ତନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ତନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଆଉ ଯଦି ନାସରୀୟ ବ୍ରତ ପାଳନ କରୁଥିବା ବ୍ୟକ୍ତିର ନିକଟରେ ରହୁଥିବା ବ୍ୟକ୍ତି ମରେ ଓ ସେ ନିଜର ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ ତେବେ ସେ ଶୌଚ ଦିନରେ ଆପଣା ମସ୍ତକ ଲଣ୍ତା କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 6:9
11 Iomraidhean Croise  

ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।


ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।


ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।


ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,


ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;


Lean sinn:

Sanasan


Sanasan