Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।

Faic an caibideil Dèan lethbhreac




ଗଣନା ପୁସ୍ତକ 7:23
8 Iomraidhean Croise  

ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।


“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।


ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।


ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍‍ ଆଣିଲା;


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ,


Lean sinn:

Sanasan


Sanasan