Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍‍ର ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

29 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବର ଉପହାର।

Faic an caibideil Dèan lethbhreac

ଓଡିଆ ବାଇବେଲ

29 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍‍ର ଉପହାର।

Faic an caibideil Dèan lethbhreac




ଗଣନା ପୁସ୍ତକ 7:29
4 Iomraidhean Croise  

ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍


ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;


Lean sinn:

Sanasan


Sanasan