ଗଣନା ପୁସ୍ତକ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ। Faic an caibideilଓଡିଆ ବାଇବେଲ3 ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ। Faic an caibideilପବିତ୍ର ବାଇବଲ3 ସେମାନେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗାଈ ଆଣିଲେ। ପ୍ରତ୍ୟେକ ନେତୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନେତୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ଼ ଆଣିଲେ। Faic an caibideil |