Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

31 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac

ଓଡିଆ ବାଇବେଲ

31 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac




ଗଣନା ପୁସ୍ତକ 7:31
4 Iomraidhean Croise  

ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।


ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


Lean sinn:

Sanasan


Sanasan