Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

41 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।

Faic an caibideil Dèan lethbhreac

ଓଡିଆ ବାଇବେଲ

41 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।

Faic an caibideil Dèan lethbhreac




ଗଣନା ପୁସ୍ତକ 7:41
4 Iomraidhean Croise  

ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।


ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;


Lean sinn:

Sanasan


Sanasan