Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

45 ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Faic an caibideil Dèan lethbhreac

ଓଡିଆ ବାଇବେଲ

45 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Faic an caibideil Dèan lethbhreac




ଗଣନା ପୁସ୍ତକ 7:45
7 Iomraidhean Croise  

ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।


ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା]


ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।


ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।


ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


Lean sinn:

Sanasan


Sanasan