Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

53 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।

Faic an caibideil Dèan lethbhreac

ଓଡିଆ ବାଇବେଲ

53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।

Faic an caibideil Dèan lethbhreac




ଗଣନା ପୁସ୍ତକ 7:53
4 Iomraidhean Croise  

ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।


ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;


ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;


Lean sinn:

Sanasan


Sanasan