Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:59 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

59 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।

Faic an caibideil Dèan lethbhreac

ଓଡିଆ ବାଇବେଲ

59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।

Faic an caibideil Dèan lethbhreac




ଗଣନା ପୁସ୍ତକ 7:59
3 Iomraidhean Croise  

ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।


ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


Lean sinn:

Sanasan


Sanasan