Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:67 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

67 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

67 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac

ଓଡିଆ ବାଇବେଲ

67 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac




ଗଣନା ପୁସ୍ତକ 7:67
3 Iomraidhean Croise  

ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।


ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।


ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


Lean sinn:

Sanasan


Sanasan