Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:79 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

79 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

79 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac

ଓଡିଆ ବାଇବେଲ

79 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Faic an caibideil Dèan lethbhreac




ଗଣନା ପୁସ୍ତକ 7:79
5 Iomraidhean Croise  

ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,


ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;


ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


Lean sinn:

Sanasan


Sanasan