ଗଣନା ପୁସ୍ତକ 7:86 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)86 ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା। Faic an caibideilଓଡିଆ ବାଇବେଲ86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା। Faic an caibideilପବିତ୍ର ବାଇବଲ86 ଉପଯୁକ୍ତ ମାପ ଅନୁସାରେ ପ୍ରତ୍ୟେକ ସ୍ୱର୍ଣ୍ଣ ଗ୍ଭମଚରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଗ୍ଭମଚର ସ୍ୱର୍ଣ୍ଣ ଦଶ ଶେକଲ ଥିଲା। Faic an caibideil |