ଗଣନା ପୁସ୍ତକ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)19 ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ବେଳେ ଯେପରି ସେମାନଙ୍କ ମଧ୍ୟରେ ମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ଵୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ। Faic an caibideilଓଡିଆ ବାଇବେଲ19 ଆଉ ଇସ୍ରାଏଲ ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ। Faic an caibideilପବିତ୍ର ବାଇବଲ19 ମୁଁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ ଦାନରୂପେ ହାରୋଣ ଓ ତା'ର ପୁତ୍ରଗଣଙ୍କୁ ଦେଲି। ସେମାନେ ସମାଗମ-ତମ୍ବୁ ନିକଟରେ ଇସ୍ରାଏଲୀୟ ଲୋକ ବଦଳରେ ସେବା ଓ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କିରିବେ। ଏହି ପ୍ରକାରେ ଇସ୍ରାଏଲର ଲୋକମାନେ ପବିତ୍ର ସ୍ଥାନ ନିକଟକୁ ଆସିଲାବେଳେ କୌଣସି ମହାମାରୀ ଆସିବ ନାହିଁ।” Faic an caibideil |