ଗଣନା ପୁସ୍ତକ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ପୁଣି ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। Faic an caibideilଓଡିଆ ବାଇବେଲ21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। Faic an caibideilପବିତ୍ର ବାଇବଲ21 ପୁଣି ଲେବୀୟମାନେ ନିଜକୁ ଶୌଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଉତ୍ସର୍ଗ କଲେ ଓ ହାରୋଣ ସେମାନଙ୍କୁ ଶୁଚି କିବା ପାଇଁ ପ୍ରାୟଶ୍ଚିତ କଲେ। Faic an caibideil |