Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 8:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା। ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ଵୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

24 “ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

24 “ଏହା ହେଉଛି ଲେବୀୟମାନଙ୍କ ବ୍ୟବସ୍ଥା ପାତ୍ର। ପଚିଶ ବର୍ଷରୁ ଅଧିକ ଲେବୀୟମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହେବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 8:24
16 Iomraidhean Croise  

ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।


ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;


କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?


(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର;


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


Lean sinn:

Sanasan


Sanasan