ଗଣନା ପୁସ୍ତକ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ। Faic an caibideilଓଡିଆ ବାଇବେଲ18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ। Faic an caibideilପବିତ୍ର ବାଇବଲ18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ଲୋକମାନେ ମେଘର ଗତିକୁ ଲକ୍ଷ୍ୟକରି ଯାତ୍ରା କଲେ ଓ ଛାଉଣି ସ୍ଥାପନ କଲେ, ଯେପର୍ଯ୍ୟନ୍ତ ସେହି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ। Faic an caibideil |