ଗଣନା ପୁସ୍ତକ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ। Faic an caibideilଓଡିଆ ବାଇବେଲ23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ। Faic an caibideilପବିତ୍ର ବାଇବଲ23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ। ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କୁ ଅନୁସରଣ କଲେ। Faic an caibideil |