ଫିଲିପୀୟ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। Faic an caibideilଓଡିଆ ବାଇବେଲ19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)19 ନରକରେ ସେମାନଙ୍କ ଜୀବନର ସମାପ୍ତି ଘଟିବାକୁ ଯାଉଛି, କାରଣ ଶାରୀରିକ ଲାଳସା ହିଁ ସେମାନଙ୍କର ଦେବତା। ଯାହା ଲଜ୍ଜାଜନକ, ସେମାନେ ତାହା ଲାଗି ଗର୍ବ କରନ୍ତି; କେବଳ ଜାଗତିକ ବିଷୟବସ୍ତୁ ପାଇଁ ସେମାନେ ଚିନ୍ତା କରନ୍ତି। Faic an caibideilପବିତ୍ର ବାଇବଲ19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। Faic an caibideil |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।