ଗୀତସଂହିତା 102:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ମୋʼ ସଙ୍କଟ ଦିନରେ ମୋʼଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। Faic an caibideilଓଡିଆ ବାଇବେଲ2 ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ। Faic an caibideilପବିତ୍ର ବାଇବଲ2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ। ମୋ’ ପ୍ରତି କର୍ଣ୍ଣପାତ କର। ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ। Faic an caibideil |