ଗୀତସଂହିତା 81:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। Faic an caibideilଓଡିଆ ବାଇବେଲ3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। Faic an caibideilପବିତ୍ର ବାଇବଲ3 ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ। Faic an caibideil |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।