ଗୀତସଂହିତା 99:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। Faic an caibideilଓଡିଆ ବାଇବେଲ3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। Faic an caibideilପବିତ୍ର ବାଇବଲ3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ। Faic an caibideil |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।