ପ୍ରକାଶିତ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ; Faic an caibideilପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କର ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ଵାରା ବେଷ୍ଟିତ; Faic an caibideilଓଡିଆ ବାଇବେଲ13 ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ; Faic an caibideilପବିତ୍ର ବାଇବଲ (CL) NT (BSI)13 ଓ ତନ୍ମଧ୍ୟରେ ମନୁଷ୍ୟପୁତ୍ର ସଦୃଶ ଜଣେ। ତାଙ୍କ ପୋଷାକ ଆପାଦଲମ୍ବିତ ଏବଂ ତାଙ୍କ ବକ୍ଷ ସ୍ଥଳକୁ ବେଷ୍ଟନ କରିଥିଲା ଗୋଟିଏ ସୁବର୍ଣ୍ଣ ବନ୍ଧନୀ। Faic an caibideilପବିତ୍ର ବାଇବଲ13 ସେହି ସାତୋଟି ସୁନାର ଦୀପରୂଖା ମଝିରେ: “ମନୁଷ୍ୟପୁତ୍ରଙ୍କ ପରି” ଜଣେ ଠିଆ ହୋଇଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତିରେ ଗୋଟିଏ ସୁନାର ପଟୁକା ପିନ୍ଧିଥିଲେ। Faic an caibideil |