ପ୍ରକାଶିତ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି। Faic an caibideilଓଡିଆ ବାଇବେଲ9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି । Faic an caibideilପବିତ୍ର ବାଇବଲ (CL) NT (BSI)9 ମୁଁ ଯୋହନ, ତୁମର ଜଣେ ଭାଇ, ଯୀଶୁଙ୍କର ଶିଷ୍ୟ ସ୍ୱରୂପେ ତାଙ୍କ ରାଜ୍ୟର ଲୋକମାନଙ୍କ ଉପରେ ହେଉଥିବା ଦୌରାତ୍ମ୍ୟ ଧୈର୍ଯ୍ୟର ସହିତ ସହ୍ୟ କରିବା ପାଇଁ ମୁଁ ତୁମ୍ଭମାନଙ୍କର ଜଣେ ଅଂଶୀଦାର। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ଘୋଷଣା କରିବା ଯୋଗୁଁ ମୁଁ ପାତ୍ମସ୍ ଦ୍ୱୀପକୁ ନିର୍ବାସିତ ହୋଇଥିଲି। Faic an caibideilପବିତ୍ର ବାଇବଲ9 ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି। Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।