ପ୍ରକାଶିତ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ। Faic an caibideilଓଡିଆ ବାଇବେଲ11 ତତ୍ପରେ ମୋତେ କୁହାଗଲା, ଅନେକ ଗୋଷ୍ଠୀ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ । Faic an caibideilପବିତ୍ର ବାଇବଲ (CL) NT (BSI)11 ତାହାପରେ କେହି ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷାଭାଷୀ ଓ ରାଜାମାନଙ୍କ ସମ୍ପର୍କରେ ଈଶ୍ୱରଙ୍କ ବାର୍ତ୍ତା ତୁମେ ଯାଇ ପୁନର୍ବାର ଘୋଷଣା କର।” Faic an caibideilପବିତ୍ର ବାଇବଲ11 ତା'ପରେ ସେମାନେ ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟରେ ତୁମ୍ଭକୁ ଆହୁରି ଭବିଷ୍ୟଦ୍ବାଣୀ କହିବାକୁ ପଡ଼ିବ।” Faic an caibideil |