ପ୍ରକାଶିତ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ସ୍ଵର୍ଗରେ ଥିବା ଈଶ୍ଵରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦୃଷ୍ଟ ହେଲା, ପୁଣି ବିଦ୍ୟୁତ୍, ବିଭିନ୍ନ ସ୍ଵର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା। Faic an caibideilଓଡିଆ ବାଇବେଲ19 ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା । Faic an caibideilପବିତ୍ର ବାଇବଲ (CL) NT (BSI)19 ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା। Faic an caibideilପବିତ୍ର ବାଇବଲ19 ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା। Faic an caibideil |