ପ୍ରକାଶିତ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ। Faic an caibideilଓଡିଆ ବାଇବେଲ8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା । Faic an caibideilପବିତ୍ର ବାଇବଲ (CL) NT (BSI)8 ସେ ସେମାନଙ୍କୁ ପରାଜିତ କରି ହତ୍ୟା କରିବ ଏବଂ ଯେଉଁ ମହାନଗରୀରେ, ରାଜପଥରେ ପ୍ରଭୁ କ୍ରୁଶବିଦ୍ଧ ହୋଇଥିଲେ, ସେହିଠାରେ ସେମାନଙ୍କର ଶବ ପଡ଼ି ରହିବ। ସେହି ସହରକୁ ସଦୋମ ଓ ମିସର ବୋଲି କୁହାଯାଇ ପାରିବ। Faic an caibideilପବିତ୍ର ବାଇବଲ8 ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। Faic an caibideil |