ପ୍ରକାଶିତ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା। Faic an caibideilଓଡିଆ ବାଇବେଲ7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା । Faic an caibideilପବିତ୍ର ବାଇବଲ (CL) NT (BSI)7 ଈଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାକୁ ସେ ଅନୁମତି ପାଇଲା ଓ ପ୍ରତ୍ୟେକ ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାଭାଷୀ ଓ ଜାତି ଉପରେ ତାକୁ କ୍ଷମତା ଦିଆଗଲା। Faic an caibideilପବିତ୍ର ବାଇବଲ7 ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।