ପ୍ରକାଶିତ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେହି ମେଘାରୂଢ଼ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା। Faic an caibideilଓଡିଆ ବାଇବେଲ16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା । Faic an caibideilପବିତ୍ର ବାଇବଲ (CL) NT (BSI)16 ଏହା ଶୁଣି ମେଘାରୂଢ଼ ବ୍ୟକ୍ତି ତାଙ୍କର ଦାଆ ଚଳାଇଲେ ଓ ପୃଥିବୀର ଫସଲ ସବୁ ସଂଗୃହୀତ ହେଲା। Faic an caibideilପବିତ୍ର ବାଇବଲ16 ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା। Faic an caibideil |