ପ୍ରକାଶିତ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା। Faic an caibideilଓଡିଆ ବାଇବେଲ18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା । Faic an caibideilପବିତ୍ର ବାଇବଲ (CL) NT (BSI)18 ତତ୍କ୍ଷଣାତ୍ ବିଦ୍ୟୁତ୍ ଚମକିଲା, ବଜ୍ରନାଦ ଓ ଏକ ପ୍ରଚଣ୍ଡ ଭୂମିକମ୍ପ ହେଲା। ମନୁଷ୍ୟ ସୃଷ୍ଟିର ଆରମ୍ଭରୁ ଏପରି ଭୂମିକମ୍ପ କେବେ ହୋଇ ନାହିଁ; ଏହା ଥିଲା ସବୁଠାରୁ ଭୟାବହ ଭୂମିକମ୍ପ। Faic an caibideilପବିତ୍ର ବାଇବଲ18 ତା'ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା। Faic an caibideil |