ପ୍ରକାଶିତ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା। Faic an caibideilଓଡିଆ ବାଇବେଲ8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା । Faic an caibideilପବିତ୍ର ବାଇବଲ (CL) NT (BSI)8 ତାହାପରେ ଚତୁର୍ଥ ଦୂତ ତାଙ୍କର ପାତ୍ରରେ ଥିବା ଦ୍ରବ୍ୟକୁ ସୂର୍ଯ୍ୟ ଉପରେ ଢ଼ାଳି ଦେଲେ। ଫଳରେ ସୂର୍ଯ୍ୟତାପ ଅତି ପ୍ରଚଣ୍ଡ ହୋଇ ଲୋକମାନଙ୍କୁ ଜାଳିପୋଡ଼ି ଦେଲା। Faic an caibideilପବିତ୍ର ବାଇବଲ8 ଏହା ପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ଯ୍ୟଙ୍କ ଉପରେ ଢାଳିଲେ। ସେଥିରେ ସୂର୍ଯ୍ୟକୁ, ମନୁଷ୍ୟମାନଙ୍କୁ ଅଗ୍ନିରେ ପୋଡ଼ି ଦେବାର କ୍ଷମତା ଦିଆଗଲା। Faic an caibideil |