ପ୍ରକାଶିତ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ; Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ; Faic an caibideilଓଡିଆ ବାଇବେଲ9 ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ; Faic an caibideilପବିତ୍ର ବାଇବଲ (CL) NT (BSI)9 ପୃଥିବୀର ଯେଉଁ ରାଜାମହାରାଜାମାନେ ତା’ ସହିତ ବ୍ୟଭିଚାର ଓ ପାପାଚରଣ କରିଥିଲେ, ସେମାନେ ତା’ର ଦଗ୍ଧ ହେଉଥିବା ଶରୀରରୁ ଉତ୍ଥିତ ଧୂମ ଦେଖି କ୍ରନ୍ଦନ କରିବେ। Faic an caibideilପବିତ୍ର ବାଇବଲ9 “ଜଗତର ଯେଉଁ ରାଜାମାନେ ତା’ ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟରେ ଲିପ୍ତ ଥିଲେ ଓ ତା'ଧନରେ ଭାଗୀଦାର ଥିଲେ, ସେମାନେ ଯେତେବେଳେ ତାହାର ଦହନର ଧୂଆଁ ଦେଖିବେ, ସେମାନେ ତା'ର ମୃତ୍ୟୁ କାରଣରୁ କାନ୍ଦିବେ ଓ ଦୁଃଖିତ ହେବେ। Faic an caibideil |