ପ୍ରକାଶିତ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି। Faic an caibideilଓଡିଆ ବାଇବେଲ2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)2 ତାଙ୍କର ବିଚାର ଯଥାର୍ଥ ଓ ନ୍ୟାୟୋଚିତ। ଭ୍ରଷ୍ଟାଚାର ଦ୍ୱାରା ପୃଥିବୀକୁ କଳୁଷିତ କରୁଥିବା ବେଶ୍ୟା ପ୍ରତି ସେ ବିହିତ ଦଣ୍ଡ ବିଧାନ କରିଛନ୍ତି। ଈଶ୍ୱରଙ୍କ ସେବକମାନଙ୍କୁ ହତ୍ୟା କରି ଥିବାରୁ ତାକୁ ସେ ଶାସ୍ତି ଦେଇଛନ୍ତି।” Faic an caibideilପବିତ୍ର ବାଇବଲ2 ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା'ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।” Faic an caibideil |