ପ୍ରକାଶିତ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍ ହାଲ୍ଲିଲୂୟା।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, ଆମେନ୍, ହାଲ୍ଲିଲୂୟା। Faic an caibideilଓଡିଆ ବାଇବେଲ4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା । Faic an caibideilପବିତ୍ର ବାଇବଲ (CL) NT (BSI)4 ସିଂହାସନୋପବିଷ୍ଟ ଈଶ୍ୱରଙ୍କ ସମ୍ମୁଖରେ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଓ ସେହି ଚାରୋଟି ପ୍ରାଣୀ ଭୂମିଷ୍ଠ ହୋଇ ଈଶ୍ୱରଙ୍କୁ ଆରାଧନା କଲେ। ସେମାନେ କହିଲେ, “ଆମେନ୍! ଈଶ୍ୱରଙ୍କ ପ୍ରଶଂସା କର।” Faic an caibideilପବିତ୍ର ବାଇବଲ4 ତା'ପରେ ଚବିଶ ଜଣ ପ୍ରାଚୀନ ଓ ଗ୍ଭରି ଜଣ ଜୀବିତ ପ୍ରାଣୀ ସିଂହାସନରେ ଉପବିଷ୍ଟ ପରମେଶ୍ୱରଙ୍କ ଆଗରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସେମାନେ କହିଲେ: “ଆମେନ୍! ହାଲ୍ଲିଲୂୟା!” Faic an caibideil |