ପ୍ରକାଶିତ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଥୁୟାଥିରା ମଣ୍ଡଳୀର ଦୂତ ନିକଟକୁ ଲେଖ: ଈଶ୍ବରଙ୍କ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ଏବଂ ସେ ଏହା କହନ୍ତି, Faic an caibideilପବିତ୍ର ବାଇବଲ (Re-edited) - (BSI)18 ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ : ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି, Faic an caibideilଓଡିଆ ବାଇବେଲ18 ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଈଶ୍ୱରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି, Faic an caibideilପବିତ୍ର ବାଇବଲ (CL) NT (BSI)18 “ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ। Faic an caibideilପବିତ୍ର ବାଇବଲ18 “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି: Faic an caibideil |