ପ୍ରକାଶିତ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ଆମ୍ଭେ ତୁମ୍ଭର କର୍ମ , ପ୍ରେମ, ବିଶ୍ଵାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ। Faic an caibideilଓଡିଆ ବାଇବେଲ19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ । Faic an caibideilପବିତ୍ର ବାଇବଲ (CL) NT (BSI)19 ତୁମର କାର୍ଯ୍ୟକଳାପ, ତୁମ ପ୍ରେମ, ବିଶ୍ୱସ୍ତତା, ତୁମ ସେବାକାର୍ଯ୍ୟ ଓ ଧୈର୍ଯ୍ୟ ମୁଁ ଜାଣେ! ମୁଁ ମଧ୍ୟ ଜାଣେ ଯେ, ତୁମେ ପୂର୍ବେ ଯାହା କରୁଥିଲ, ବର୍ତ୍ତମାନ ତାହାଠାରୁ ଅଧିକ କରୁଛ। Faic an caibideilପବିତ୍ର ବାଇବଲ19 “ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ। Faic an caibideil |