ପ୍ରକାଶିତ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; Faic an caibideilପବିତ୍ର ବାଇବଲ (Re-edited) - (BSI)26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; Faic an caibideilଓଡିଆ ବାଇବେଲ26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; Faic an caibideilପବିତ୍ର ବାଇବଲ (CL) NT (BSI)26 ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି। Faic an caibideilପବିତ୍ର ବାଇବଲ26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି। Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।