ପ୍ରକାଶିତ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା। Faic an caibideilଓଡିଆ ବାଇବେଲ1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା । Faic an caibideilପବିତ୍ର ବାଇବଲ (CL) NT (BSI)1 ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସୁଥିବା ଦେଖିଲି। ତାଙ୍କ ହାତରେ ପାତାଳପୁରୀର ଚାବି ଓ ଏକ ଓଜନିଆ ଜଞ୍ଜିର ଥିଲା। Faic an caibideilପବିତ୍ର ବାଇବଲ1 ତା'ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା। Faic an caibideil |