ପ୍ରକାଶିତ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)12 ତାହାର ଗୋଟିଏ ବୃହତ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ଵାଦଶ ଦ୍ଵାର, ସେହି ଦ୍ଵାରରେ ଦ୍ଵାଦଶ ଦୂତ ଓ ଦ୍ଵାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କ ଦ୍ଵାଦଶ ବଂଶର ନାମ ଲିଖିତ ଅଛି। Faic an caibideilଓଡିଆ ବାଇବେଲ12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି । Faic an caibideilପବିତ୍ର ବାଇବଲ (CL) NT (BSI)12 ଏହାର ଗୋଟିଏ ବିରାଟ ଉଚ୍ଚ ପ୍ରାଚୀର ଥିଲା। ଏହି ପ୍ରାଚୀରରେ ଦ୍ୱାଦଶ ସ୍ୱର୍ଗଦୂତଙ୍କ ଦ୍ୱାରା ସୁରକ୍ଷିତ ଦ୍ୱାଦଶ ଦ୍ୱାର ଥିଲା ଓ ସେହି ଦ୍ୱାରମାନଙ୍କ ଉପରେ ଇଶ୍ରାଏଲ ଜାତିର ଦ୍ୱାଦଶ ଗୋଷ୍ଠୀଙ୍କ ନାମ ଲେଖାଯାଇଥିଲା। Faic an caibideilପବିତ୍ର ବାଇବଲ12 ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା। Faic an caibideil |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।