ପ୍ରକାଶିତ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା। Faic an caibideilପବିତ୍ର ବାଇବଲ (Re-edited) - (BSI)16 ନଗରୀଟି ଚତୁଷ୍କୋଣ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ଦ୍ଵାଦଶ ସହସ୍ର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା ସମାନ। Faic an caibideilଓଡିଆ ବାଇବେଲ16 ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା । Faic an caibideilପବିତ୍ର ବାଇବଲ (CL) NT (BSI)16 ନଗରୀଟି ବର୍ଗକ୍ଷେତ୍ରାକାର ଥିଲା; ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ ଥିଲା। ଦୂତ ତାଙ୍କ ମାପମାଠିରେ ନଗରୀ ମାପ କଲେ। ତା’ର ଦୈର୍ଘ୍ୟ ଥିଲା ୨୪୦୦ କିଲୋମିଟର ଏବଂ ପ୍ରସ୍ଥ ଓ ଉଚ୍ଚତା ଦୈର୍ଘ୍ୟ ସଙ୍ଗେ ସମାନ ଥିଲା। Faic an caibideilପବିତ୍ର ବାଇବଲ16 ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ ଥିଲା। Faic an caibideil |