ପ୍ରକାଶିତ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପରେ ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ।। Faic an caibideilଓଡିଆ ବାଇବେଲ5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ । Faic an caibideilପବିତ୍ର ବାଇବଲ (CL) NT (BSI)5 ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”। Faic an caibideilପବିତ୍ର ବାଇବଲ5 ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା'ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।” Faic an caibideil |