ପ୍ରକାଶିତ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ଵର ହେବୁ, ପୁଣି ସେ ଆମ୍ଭର ପୁତ୍ର ହେବ। Faic an caibideilଓଡିଆ ବାଇବେଲ7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ । Faic an caibideilପବିତ୍ର ବାଇବଲ (CL) NT (BSI)7 ଯେ ବିଜୟୀ ହୋଇ ରହିବ, ମୁଁ ତାକୁ ଏହି ପୁରସ୍କାର ଦେବି - ମୁଁ ତା’ର ଈଶ୍ୱର ହେବି ଓ ସେ ମୋର ସନ୍ତାନ ହେବ। Faic an caibideilପବିତ୍ର ବାଇବଲ7 ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ। Faic an caibideil |