ପ୍ରକାଶିତ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।” Faic an caibideilପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେ ଯୀଶୁ, ମଣ୍ତଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ଵଳ ପ୍ରଭାତୀତାରା। Faic an caibideilଓଡିଆ ବାଇବେଲ16 ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା । Faic an caibideilପବିତ୍ର ବାଇବଲ (CL) NT (BSI)16 “ମୁଁ ଯୀଶୁ। ମଣ୍ଡଳୀମାନଙ୍କରେ ତୁମ୍ଭମାନଙ୍କ ଉପକାରାର୍ଥେ ଏସବୁ ବିଷୟ ଘୋଷଣା କରିବା ପାଇଁ ମୋର ଦୂତକୁ ପ୍ରେରଣ କରିଛି। ମୁଁ ଦାଉଦଙ୍କ ବଂଶଧର। ମୁଁ ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।” Faic an caibideilପବିତ୍ର ବାଇବଲ16 “ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।” Faic an caibideil |