ପ୍ରକାଶିତ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ଵର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ। Faic an caibideilଓଡିଆ ବାଇବେଲ3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ । Faic an caibideilପବିତ୍ର ବାଇବଲ (CL) NT (BSI)3 ଈଶ୍ୱରଙ୍କ ଅଭିଶାପର ପାତ୍ର କୌଣସି ବିଷୟ ସେହି ନଗରୀରେ ଦେଖିବାକୁ ମିଳିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ସେହି ନଗରୀ ମଧ୍ୟରେ ରହିବ ଏବଂ ସେଠାରେ ତାଙ୍କ ସେବକମାନେ ତାଙ୍କର ଆରାଧନା କରିବେ! Faic an caibideilପବିତ୍ର ବାଇବଲ3 ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ। Faic an caibideil |