ପ୍ରକାଶିତ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ଵର ସେମାନଙ୍କ ଉପରେ ଆଲୋକ ସ୍ଵରୂପ ହେବେ, ପୁଣି ସେମାନେ ଯୁଗେ ଯୁଗେ ରାଜତ୍ଵ କରିବେ। Faic an caibideilଓଡିଆ ବାଇବେଲ5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ । Faic an caibideilପବିତ୍ର ବାଇବଲ (CL) NT (BSI)5 ସେଠାରେ ଆଉ ରାତ୍ରି ହେବ ନାହିଁ ଏବଂ ପ୍ରଦୀପ ବା ସୂର୍ଯ୍ୟାଲୋକ ସେମାନଙ୍କର ଆଉ ଆବଶ୍ୟକ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କର ଆଲୋକ ହେବେ ଏବଂ ସେମାନେ ଚିରକାଳ ରାଜତ୍ୱ କରିବେ। Faic an caibideilପବିତ୍ର ବାଇବଲ5 ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ। Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।