ପ୍ରକାଶିତ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। Faic an caibideilଓଡିଆ ବାଇବେଲ10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ । Faic an caibideilପବିତ୍ର ବାଇବଲ (CL) NT (BSI)10 ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି। Faic an caibideilପବିତ୍ର ବାଇବଲ10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି। Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”