ପ୍ରକାଶିତ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ଉଦ୍ଗାର କରିବାକୁ ଯାଉଅଛୁ। Faic an caibideilଓଡିଆ ବାଇବେଲ16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ । Faic an caibideilପବିତ୍ର ବାଇବଲ (CL) NT (BSI)16 କିନ୍ତୁ ତୁମ୍ଭେମାନେ ଶୀତଳ ବା ଉତ୍ତପ୍ତ ନ ହୋଇ ଈଷତ୍ଉଷ୍ଣ ହୋଇଥିବାରୁ, ମୁଁ ତୁମକୁ ମୋ’ ମୁଖରୁ ଉଦ୍ଗାର କରିବି! Faic an caibideilପବିତ୍ର ବାଇବଲ16 କିନ୍ତୁ ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ନ ହୋଇ ନାତିଶୀତଷ୍ଣୋ ହେବାରୁ ମୁଁ ତୁମକୁ ମୁଖରୁ ଉଦ୍ଗାର କରି ବାହାର କରିଦେବି। Faic an caibideil |