ପ୍ରକାଶିତ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି। Faic an caibideilପବିତ୍ର ବାଇବଲ (Re-edited) - (BSI)21 ଆମ୍ଭେ ଯେପରି ଜୟ କରି ଆମ୍ଭର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛୁ, ସେପରି ଯେ ଜୟ କରେ, ଆମ୍ଭେ ତାହାଙ୍କୁ ଆମ୍ଭ ସହିତ ଆମ୍ଭର ସିଂହାସନରେ ବସିବାକୁ ଦେବୁ। Faic an caibideilଓଡିଆ ବାଇବେଲ21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି । Faic an caibideilପବିତ୍ର ବାଇବଲ (CL) NT (BSI)21 ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି। Faic an caibideilପବିତ୍ର ବାଇବଲ21 “ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ। Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।